ପୁରୀ: ଆଜି ପୁରୀରୁ ୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜଣେ ଆଇନଜୀବୀ ଓ ଜଣେ ମୋହରୀର ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲାପାଳ, ଉପଜିଲ୍ଲାପାଳ ଓ ଡିଏସଆର ଅଫିସ ବନ୍ଦ କରାଯାଇଛି ଜ୍ଝ କରୋନା ପାଇଁ ପୁରୀରେ ଜୁଡିସିଆଲ କୋର୍ଟରେ ତାଲା ପଡିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ହରିହର ଛକରୁ ଟାଉନହଲ ଯାଏଁ କଣ୍ଟେନମେଣ୍ଟ ଅଂଚଳ ଭାବେ ଘୋଷଣା କରାଯାଇଛି ଜ୍ଝ
ସରପଞ୍ଚ ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କରି ସଟଡାଉନ ପାଇଁ ଘୋଷଣା କରିଛନ୍ତି ଜ୍ଝ ଆଗାମୀ ନିର୍ଦ୍ଦେଶ ଆସିବା ପର୍ୟ୍ୟନ୍ତ କଣ୍ଟେନମେଣ୍ଟ ଜୋନ ବଳତ୍ତର ରହିବ ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0