୨୬ଟି ଜିଲ୍ଲାରୁ ଆଜି ୧୫୪୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଦିଆଯାଇଥିବା ସୁଚନା ଅନୁସାରେ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୨୪୧ରେ ପହଂଚିଛି ।

Visitors Today : 3
Total Visitors : 130169
Total Views : 9891615
Visitors Online Now : 0