spot_img

ପ୍ରଣବ ମୁଖାର୍ଜୀଙ୍କୁ କରୋନା

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସ୍ୱାବ ଟେଷ୍ଟ ପରେ ରିପୋର୍ଟ ପଜିଟିଭ ଆସିଥିଲା । ଏନେଇ ନିଜେ ଟ୍ୱିଟ କରି ଜଣାଇବା ସହ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ନିଜନିଜର ସ୍ୱାବ ଟେଷ୍ଟ ପାଇଁ ପରାମର୍ଶ ଦେଇଛନ୍ତି । ଟେଷ୍ଟ ପରେ ଆଇସୋଲେସନରେ ରହିବା ପାଇଁ ପରାମର୍ଶ ଦେଲେ ପ୍ରଣବ ମୁଖାର୍ଜୀ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular