spot_img

କିଛି ଘଣ୍ଟା ପାଇଁ କୋହଳ ହେବ ଏହି ସବୁ ଜିଲ୍ଳା

ଭୁବନେଶ୍ୱର: ଗଞ୍ଜାମ, ଖୋର୍ଦ୍ଧା, ଗଜପତି, କଟକ ଜିଲ୍ଲା ଓ ରାଉରକେଲା ସହରରେ ଶଟଡାଉନ ଘୋଷଣା କରାଯାଇଛି । ଅଗଷ୍ଟ ୧୫ ତାରିଖ ଦିନ ୧୧ ଟା ପର୍ଯ୍ୟନ୍ତ କୋହଳ ରହିବ ସପ୍ତାହାନ୍ତ ଶଟଡାଉନ । ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ ରହିବ କଟକଣା । ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ ପାଇଁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । କୌଣସି ସ୍ଥାନରେ ୧୦ରୁ ଅଧିକ ଲୋକ ଏକାଠି ନ ହେବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular