ଉତ୍ତର ପଶ୍ମିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ…ା ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଗ୍ୟାଂନ କେନ୍ଦ୍ର ପକ୍ଷରୁ ସୁଚନା ଦିଆଯାଇଛି । ଏହାକୁ ଦୃଷ୍ଟିରେ ରଖି ଅରେଂଜ ଓ ୟୋଲୋ ଓ୍ଣି ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ମଧ୍ୟମ କିମ୍ବା ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0