ରାଉରକେଲା: ରାଉରକେଲା ଜେଲରୁ ପୁଣି ଚିହ୍ନଟ ହୋଇଛନ୍ତି କରୋନା ପଜିଟିଭ । ରାଉରକେଲାର ସ୍ୱତନ୍ତ୍ର କାରାଗାରରୁ ୫୪ ଅନ୍ତେବାସୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ୧୦୦ ଜଣଙ୍କ ନମୁନା ପରୀକ୍ଷା ହୋଇଥିଲା । ସେମାନଙ୍କ ମଧ୍ୟରୁ ୫୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଅଛନ୍ତି ୩ଜଣ କର୍ମଚାରୀ । ବର୍ତ୍ତମାନ ସୁଦ୍ଧା ଜେଲରୁ ୧୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜେଲରୁ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାରୁ ଏବେ ଚିନ୍ତାରେ ଜେଲ କର୍ତ୍ତୁପକ୍ଷ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0