spot_img

ରାଜ୍ୟରେ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୦ ଜଣଙ୍କ ମୁଣ୍ଡ ନେଲା କରୋନା । ଫଳରେ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୪ରେ ପହଞ୍ଚିଛି । ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
୧୦ ମୃତଙ୍କ ମଧ୍ୟରୁ ଗଞ୍ଜମେ ଜିଲ୍ଲାରେ ୪, ପୁରୀ ଜିଲ୍ଲାରେ ୩, କଟକ, ସୁନ୍ଦରଗଡ଼ ଓ ସମ୍ବଲପୁର ଜିଲ୍ଳାରେ ଜରେ ଲେଖା ଆକ୍ରାନ୍ତ ଥିବା ଜଣାଯାଇଛି । ଫଳରେ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୧ରେ ପହଞ୍ଚିଛି

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୪୬୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୩୫୩ଟି ଆକ୍ଟିଭ କେସ ରହିଥିବା ବେଳେ ୩୭୯୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସଦ୍ଧା ରାଜ୍ୟରେ ୭୮୦୭୮୨୬ଟ ି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular