ଭୁବନେଶ୍ୱର: ଆଜି ରାଜ୍ୟରେ ସର୍ବାଧିକ ୩୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୧୬୦କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୩୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୭୨ ଜଣ ସଂଙ୍ଗରୋଧ କେନ୍ଦ୍ରର ବୋଲି ଜଣାଜାଇଛି ।
6. Jharsuguda: 25
7. Balasore: 17
8. Dhenkanal: 1
9: Sonepur: 4
10: Kandhamal: 12
11. Bhadrak: 11
12. Bargarh: 14
13. Jajpur: 21
14. Ganjam: 40
15. Gajapati: 47
16. Puri: 3
17. Sundargarh: 1
18. Sambalpur: 2
19. Bolangir: 1
20. Mayurbhanj: 6
21: Kendrapada: 5— I & PR Department, Odisha (@IPR_Odisha) June 21, 2020
ରାଜ୍ୟରେ ମୋଟ୍ ୩୫୩୪ ଜଣ ସୁସ୍ଥ ହୋଇ ହେଇ ଫେରିଥିବା ବେଳେ ସଂକ୍ରମିତ ସଂକ୍ରମିତଙ୍କ ସଂଖ୍ୟା ୧୬୦୭ ରହିଛି । ରାଜ୍ୟରେ କରୋନା ରେ ୧୨ ଜଣଙ୍କର ମୃତୁ୍ୟ ଘଟଛି ବୋଲି ରାଜ୍ୟ ସୂଚନା ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ୩୦୪ ସଂକ୍ରମିତଙ୍କ ମଧ୍ୟରୁ ଗଜପତି ଜିଲ୍ଲାରୁ ସର୍ବାଧିକ ୪୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୫ ଜଣ, ବାଲେଶ୍ବର ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଭଦ୍ରକ ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୧୪ ଜଣ, ଯାପୁର ଜିଲ୍ଲାରୁ ୨୧ ଜଣ, ଗଞ୍ଜାମ ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ ରହିଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0