କଟକ : ମଙ୍ଗଳବାର କଟକ ସହରରୁ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଏହାମଧ୍ୟରୁ ୫୬ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୨୩ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୧ଜଣ କମ୍ଟେନମେଣ୍ଟ ଜୋନ୍, ୧୨ ଜଣ ସରକାରୀ କ୍ୱାରେଣ୍ଟାଇନ ଓ ୧୩ ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିଲେ ।
#COVID19 update in Cuttack city (CMC area)
Out of the 117 new COVID-19 +ve cases reported today in #Cuttack district, 79 +ve cases belong to Cuttack city (CMC area).
Another 109 recoveries (17th August data) have been reported recently! KUDOS to all doctors & healthcare staff. pic.twitter.com/UsOIvOVhvk
— CMC,Cuttack (@CMCCuttack) August 18, 2020
ଏହାସହ ସହରରୁ ୨୩ଜଣ ସ୍ଥାନୀୟ ସଂକ୍ରମିତ ମଧ୍ୟ ଚିହ୍ନଟ ହୋଇଛନ୍ତି ।ସୂଚନାଯୋଗ୍ୟ, କଟକ ସହରରେ ଏବେସୁଦ୍ଧା ୨୫୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୮୨ଜଣ ଆରୋଗ୍ୟ ଲାଭ କରିଛନ୍ତି । ୧୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯୨୧ଟି ସକ୍ରିୟ କେସ୍ ରହିଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0