ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୮ ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା , ପୁରୀ, କଟକ,ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
Regret to inform the demise of Eight #COVID19 positive patients while under treatment in hospitals.
1. A 59-year old male of Bhubaneswar who was also suffering from Diabetes, Hypertension & Chronic Kidney Disease.
2. An 82-year old male of Cuttack district.
— H & FW Dept Odisha (@HFWOdisha) August 20, 2020
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୦,୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଚନ୍ତି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୬୯୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୫୯୪୭ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0