spot_img

ରାଜ୍ୟରେ ୧୦ କରୋନା ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୫, ସୁନ୍ଦରଗଡ଼ରୁ ୨, କଟକ, ନୟାଗଡ଼ ଓ ରାୟଗଡ଼ାରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୮୧୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୬,୬୦୨ଟି ଆକ୍ଟିଭ କେସ୍ ରହିଥିବା ବେଳେ ୫୪,୪୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୬୩୬୦୨ଟି ସାମ୍ପୁଲ ଟେଷ୍ଟ ହୋଇଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular