spot_img

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନା ସଂକ୍ରମିତ..

ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟରେ ସୁଚନା ଦେଇଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ କରୋନା ପରୀକ୍ଷଣ କରିବାକୁ ସେ ନିବେଦନ କରିଛନ୍ତି । ଏଥିସହ ସେ ସମସ୍ତଙ୍କୁ ତୁରନ୍ତ ସଙ୍ଗରୋଧ ରହିବାକୁ ପରାର୍ମଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular