ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦,୯୭୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ଅଗଷ୍ଟ ୨୫ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୧,୬୭,୩୨୩ ଜଣ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨୪,୦୪,୫୮୫ ଜଣ ସୁସ୍ଥ ହୋଇଥିବା ବେଳେ ୫୮,୩୯୦ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ସେପଟେ ଦିନକରେ ୮୪୮ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୫୮,୩୯୦ ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0