ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୩ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୧୩ ମୃତକଙ୍କ ମଧ୍ୟରୁ ସମ୍ବଲପୁର,ସୁନ୍ଦରଗଡ଼ର ଜିଲ୍ଲାରୁ ୩ ଜଣ , ଗଞ୍ଜାମ, କଟକ ଜିଲ୍ଲାରୁ ୨ ଜଣ , କେନ୍ଦୁଝର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
4.A 42-year old male of Ganjam district who was also suffering from Chronic Kidney Disease, Diabetes, Obstructive Uropathy.
5.A 75-year old male of Ganjam district who was also suffering from Diabetes.
— H & FW Dept Odisha (@HFWOdisha) August 26, 2020
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୮୭୬୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭,୬୩୮ଆକ୍ଟିଭ କେସ୍ ରହିଥିବା ବେଳେ ୫୯,୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୮୫୧୬୭ଟି ସାମ୍ପୁଲ ଟେଷ୍ଟ ହୋଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0