ଭୁବନେଶ୍ୱର: ରାଜ୍ୟରେ ରେକର୍ଡ଼ ସଂଖ୍ୟକ ୩୩୪୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୮୧୩ ରେ ପହଁଚିଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୩୨ ଜଣ, ସୁନ୍ଦରଗଡ଼ରୁ ୨୬୧, ଭଦ୍ରକରୁ ୨୪୫, ଗଞ୍ଜାମରୁ ୨୩୮, ରାୟଗଡ଼ାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଞ୍ଜରୁ ୧୨୧, ସୋନାପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡ଼ରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗୀରରୁ ୬୫, ନୟାଗଡରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ୨୭, ଅନୁଗୋଳରୁ ୨୨, ଝାରସୁଗୁଡାରୁ ୨୦, କେନ୍ଦ୍ରାପଡାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡାରୁ ୧୧, ଦେବଗଡରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।



Visitors Today : 2
Total Visitors : 130224
Total Views : 9891698
Visitors Online Now : 0