ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୭ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୭ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୩ଜଣ, ବରଗଡ଼ ଜିଲ୍ଲାରୁ୨ ଜଣ , ଭଦ୍ରକ, ଖୋର୍ଦ୍ଧା ଜିଲ୍ଳାରୁ ଜଣେ ଲେଖାଏଁ ରହିଛନ୍ତି ।
2. A 76-year old female of Bargarh district who was also suffering from Hypertension, Diabetes.
3. A 65-year old male of Bargarh district who was also suffering from Chronic Kidney Disease.
4. A 60-year old male of Bhadrak district.
— H & FW Dept Odisha (@HFWOdisha) August 27, 2020
ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୯୦୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭,୬୭୨ଆକ୍ଟିଭ କେସ୍ ରହିଥିବା ବେଳେ ୬୨,୮୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୫୫୩୨୫୭ଟି ସାମ୍ପୁଲ ଟେଷ୍ଟ ହୋଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0