ଭୁବନେଶ୍ୱର: ଭୁବନେଶ୍ୱରରୁ ଗୁରୁବାର ୩୮୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୬୪୭ରେ ପହଁଚିଛନ୍ତି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୩ । ଏହାସହ ୨୧୩ଜଣ ଆରୋଗ୍ୟ ଲାଭ କରିଛନ୍ତି।
Update on newly detected & cured #COVID19 cases in the last 24 hrs under the BMC area on 27th Aug 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/AsTSuDx6xp— BMC (@bmcbbsr) August 27, 2020
ସୂଚନାଯୋଗ୍ୟ, ରାଜଧାନୀରେ ଏବେସୁଦ୍ଧା ୮୬୪୭ଟି ପଜିଟିଭ୍ କେସ୍ ସାମ୍ନାକୁ ଆସିଥିବା ବେଳେ ୫୧୨୪ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୩୬ଜଣ ପ୍ରାଣ ହରାଇଥିବା ବେଳେ ୩୪୭୮ଟି ସକ୍ରିୟ କେସ୍ ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0