spot_img

ବାଲି ବୋଝେଇ ଟ୍ରକ ଧକ୍କାରେ ଜଣେ ମୃତ

ସାନଖେମୁଣ୍ଡି: ଗଞ୍ଜାମ ଜିଲ୍ଲା ଖରିଆଗୁଡା ଅଞ୍ଚଳରେ ବାଲି ବୋଝେଇ ଟ୍ରକ ଧକ୍କାରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି । ଯୁବକଙ୍କ ପରିଚୟ ମିଳିପାରେ ନାହିଁ । ସୂଚନା ମୁତାବକ, ବଜ୍ରଗୁମା ବାଲିଘାଟରୁ ପ୍ରତିଦିନ ଶହଶହ ବାଲି ବୋଝେଇ ଟ୍ରକ ଯାତାୟତ କରିଥାଏ । ଆଜି ଜଣେ ଯୁବକ କୌଣସି କାମରେ ସାଇକେଲରେ ବଜାରକୁ ଯାଇଥିଲେ । ଏହି ସମୟରେ ଏକ ବାଲି ବୋଝେଇ ଟ୍ରକ ଯୁବକଙ୍କୁ ଧକ୍କା ଦେଇଥିଲା । ଯୁବକଙ୍କୁ ସ୍ଥାନୀୟ ଲୋକେ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ମେହିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular