ଭୁବନେଶ୍ୱର : ଲୋକପ୍ରିୟ ଅଭିନେତା ଅଜିତ୍ ନାରାୟଣ ଦାସ କରୋନା ପଜିଟିଭ୍। ଗତକାଲି ରାତି ୨ ଘଟିକା ସମୟରେ ନିଃଶ୍ୱାସ ପ୍ରଶ୍ୱାସରେ କଷ୍ଟ ଅନୁଭୂତ ହେବାରୁ ତାଙ୍କ ଝିଅ ,ଓଡ଼ିଶା ମୋ ପରିବାରର ଆବାହକ ଶ୍ରୀ ଅରୂପ ପଟ୍ଟନାୟକ ଏବଂ ମାନ୍ୟବର ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡାଙ୍କୁ ଜଣାଇଥିଲେ । ଅଜିତଙ୍କୁ ଭୁବନେଶ୍ୱର ସ୍ଥିତ ସମ୍ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏବଂ ସେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0