ଖୋର୍ଦ୍ଧା: ଖୋର୍ଦ୍ଧା ନୂଆ ବସ ଷ୍ଟାଣ୍ଡ ନିକଟରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡରେ ୪ ଟି ଦୋକାନ ଜଳିଯିବା ସହ ଲକ୍ଷାଧିକ ଟଙ୍କାର ଜିନିଷପତ୍ର ଜଳିପୋଡି ପାଉଁଶ ହୋଇଯାଇଛି । ଖୋର୍ଦ୍ଧା ଅଗ୍ନିଶମ ବିଭାଗ ଏବଂ ଜଟଣୀ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।

Visitors Today : 1
Total Visitors : 130167
Total Views : 9891612
Visitors Online Now : 0