spot_img

ଲଭ ଜିହାଦ ବିରୁଦ୍ଧରେ ଦୃଢ କାର୍ଯାନୁଷ୍ଠାନ ଗ୍ରହଣକଲେ ଯୋଗୀ ଆଦିତ୍ୟନାଥ

ଉତ୍ତରପ୍ରଦେଶ: ଉତ୍ତପ୍ରଦେଶ ରାଜ୍ୟରେ ଲଭ ଜିହାଦ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଦେବରିଆ ଓ ଜୌନପୁର ନିର୍ବାଚନ ରାଲିରେ ଯୋଗୀ ଆଦିତ୍ୟନାଥ ଏହି ପ୍ରସଙ୍ଗକୁ ଉଠାଇବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ସ୍ପଷ୍ଟ କରିଛନ୍ତି । ଦେଶରେ ଦିନକୁ ଦିନ ଲଭ ଜିହାଦ ଘଟଣା ବଢିବାରେ ଲାଗିଛି । ଯାହାଫଳରେ ଦେଶରେ ବଢୁଥିବା କ୍ରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଏପରି ଦୃଢ କାର୍ଯ୍ୟାନୁଷ୍ଠାନ ନେଇଥିବାର ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular