spot_img

ମର୍ମନ୍ତୁଦ ସଡକ ଦୁର୍ଘଟଣା

କଟକ :କଟକ ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ବଇଚୁଆଁ ଛକ ନିକଟରେ ଘଟିଛି ଦୁର୍ଘଟଣା । ରାସ୍ତା କଡରେ ଛିଡା ହୋଇଥିବା ରଡ୍ ବୋଝେଇ ଟ୍ରେଲର ପଛରେ ପିଟି ହେଲା ସିମେଣ୍ଟ ବୋଝେଇ ଟ୍ରକ୍ । ଦୁର୍ଘଟଣାରେ ଚାପିହୋଇ ଟ୍ରକ୍ ଚାଳକଙ୍କର ମୃତ୍ୟୁ ହୋଇଛି । ଖବର ପାଇ ଘଟଣାସ୍ଥଳରେ ଟାଙ୍ଗୀ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ୟ୍ୟ କରିଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular