spot_img

୨ଟି ଟ୍ରକ୍ ମୁହାଁମୁହିଁ ଧକ୍କା

କୋରାପୁଟ :  କୁହୁଡ଼ି ଯୋଗୁଁ ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର । ପଟ୍ଟାଙ୍ଗୀ ନିକଟସ୍ଥ ସିପାଇପୁଟଠାରେ ଦୁର୍ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ୨୬ ନଂ ଜାତୀୟ ରାଜପଥ ପଟ୍ଟାଙ୍ଗୀ ନିକଟସ୍ଥ ସିପାଇପୁଟଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular