ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା । ଦୁର୍ଘଟଣାରେ ୨ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରଥମେ ମାଲବାହୀ ଟ୍ରକ୍ ଏକ ହାଇୱାକୁ ଧକ୍କା ଦେଇଥିଲା । ପରେ ହାଇୱାଟି ବୋଲେରୋକୁ ଧକ୍କା ଦେଇଥିଲା । ମାଲବାହୀ ଟ୍ରକର ଦୁଇ ଜଣ ଗୁରୁତର ହୋଇଛନ୍ତି । ଉଭୟଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0