ଭୁବନେଶ୍ୱର: ପୁଣି ଅସୁସ୍ଥ ହେଲେ ପଦ୍ମଶ୍ରୀ ତୁଳସୀ ମୁଣ୍ଡା । ଦେହ ଅସୁସ୍ଥ ହେବା କାରଣରୁ ତାଙ୍କୁ ପୁନର୍ବାର ରାଜଧାନୀ ଭୁବନେଶ୍ୱର ସ୍ଥିତ ଆପୋଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । କିଛି ଦିନ ହେବ ସୁସ୍ଥ ହୋଇ ହସ୍ପିଟାଲରୁ ଫେରିବା ପରେ ନିଜ ଆଶ୍ରମକୁ ଫେରିଥିଲେ । ପୁଣି ଥରେ ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0