() ବଲିଉଡର ବିଗ୍ ବି ଅମିତାଭ ବଚ୍ଚନ କରୋନାରେ ଆକ୍ରାନ୍ତ। ତାଙ୍କ ସ୍ୱାବ୍ ରିପୋର୍ଟ ପଜିଟିଭ୍ ଆସିଛି ବୋଲି ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ଅମିତାଭ ବଚ୍ଚନ। ଅନ୍ୟପଟେ ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କ ସ୍ୱାବ୍ ଟେଷ୍ଟ ପାଇଁ ପଠାଯାଇଥିବା ବେଳେ ଅଭିଷେକ ବଚ୍ଚନଙ୍କ ସ୍ୱାବ୍ ଟେଷ୍ଟ ପଜିଟିଭ୍ ଆସିିଥିବା ସୂଚନା ମିଳିଛି।
ସୂଚନା ମୁତାବକ ବର୍ତ୍ତମାନ ଅମିତାଭଙ୍କୁ ମୁମ୍ବାଇ ସ୍ଥିତ ନାନାବତୀ ହସ୍ପିଟାଲର କୋଭିଡ଼ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଛି।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0