spot_img

ଆନନ୍ଦପୁର ପୌରାଞ୍ଚଳ ସଟ୍‌ଡାଉନ୍‌

ଆନନ୍ଦପୁର : ଆନନ୍ଦପୁର ପୌରାଞ୍ଚଳ ସଟଡାଉନ୍ ପୌରାଞ୍ଚଳରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ଅଗଷ୍ଟ ତାରିଖ ପର୍ଯ୍ୟନ୍ତ ପୌରାଞ୍ଚଳକୁ ସଟଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ତେବେ ଏହି  ସଟ୍ଡାଉନ୍ସମୟରେ ପୌରାଞ୍ଚଳର ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯାଇଛି ବିଭିନ୍ନ ସ୍ଥାନରେ ଚେକିଂ କଡାକଡି କରାଯାଇଛି କେବଳ ଅତ୍ଯାବଶ୍ୟକୀୟ ସାମଗ୍ରୀ ଦୋକାନ ଦିନ ୨ଟା ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ରହିଛି ଏହାବାଦ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି

ସ୍ଥାନୀୟ ସକ୍ରଂମଣ ପୌରାଞ୍ଚଳ ପାଇଁ ଚିନ୍ତାର କାରଣ ପାଲଟିଥିବା ବେଳେ ସଂକ୍ରମଣ ଚେନ୍ କୁ ରୋକିବାକୁ ଏଭଳି ବ୍ୟବସ୍ଥା ଗ୍ରହଣ କରାଯାଇଛି ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ କରାଯାଇଛି

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular