ଭୁବନେଶ୍ବର୧୦/୦୭: ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦ ସଂକ୍ରମିତ ଚିହ୍ନଟ ହେଇଥିବା ବେଳେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏମାନେ ସମସ୍ତେ ପୁରୁଷ ବୋଲି ଜଣାଯାଇଛି। ସେମାନଙ୍କ ବୟସ ଯଥାକ୍ରମେ ୩୨, ୪୧, ୪୮ ଓ ୫୮। ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି।
Regret to inform the demise of 4 Covid positive patients while under treatment in hospital.
1. Male of 41 years of Ganjam district, also suffering from Hypertension.
2. Male of 58 years of Ganjam district.
3. Male of 48 years of Ganjam district, also suffering from Diabetes
— H & FW Dept Odisha (@HFWOdisha) July 10, 2020

ସୂଚନା ମୁତାବକ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧,୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୪୭୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।୫୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Visitors Today : 0
Total Visitors : 130166
Total Views : 9891611
Visitors Online Now : 0