ନୂଆଦିଲ୍ଲୀ: ଭୁବନେଶ୍ୱରର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ ଇଣ୍ଡିଆ ପୋଷ୍ଟ ଏବଂ ଫେମ ଇଣ୍ଡିଆ ପକ୍ଷରୁ କରାଯାଇଥିବା ସର୍ବଭାରତୀୟ ସ୍ତରର ମିଳିତ ସର୍ଭେରେ ସର୍ବଶ୍ରେଷ୍ଠ ସାଂସଦ ଭାବେ ବିବେଚିତ ହୋଇଛନ୍ତି କ୍ଷ ୨୦୨୦ ବର୍ଷ ଲାଗି ଏହି ଦୁଇ ସଂସ୍ଥା ଦ୍ବାରା ଅପରାଜିତା ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି। ଆଜି ଏ ବିଷୟରେ ଦୁଇ ଅନୁଷ୍ଠାନ ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ରାଜ୍ୟବ୍ୟାପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି କ୍ଷ



Visitors Today : 1
Total Visitors : 130301
Total Views : 9891804
Visitors Online Now : 0