ନୂଆଦିଲ୍ଲୀ: ଅଣ୍ଣର୍ବ ଗୋସ୍ୱାମୀଙ୍କୁ ମିଳିଲା ଜାମିନ । ରିପବ୍ଲିକ ଟିଭି ସମ୍ପାଦକ ଅର୍ଣ୍ଣବ ଗୋସ୍ୱାମୀଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ୮ ଦିନପରେ ଜେଲରୁ ମୁକ୍ତି ପାଇବେ ଅର୍ଣ୍ଣବ ଗୋସ୍ୱାମୀ । ପ୍ରଥମେ ଅର୍ଣ୍ଣବ ମଧ୍ୟବର୍ତ୍ତୀକାଳୀନ ଜାମିନ ବମ୍ବେ ହାଇକୋର୍ଟ ନାମଞ୍ଜୁର କରିବାପରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲା ମାମଲା । ଜଷ୍ଟିସ ଡି ଚନ୍ଦ୍ରଚୁଡ଼ ଏବଂ ଜଷ୍ଟିସ ଇନ୍ଦିରା ବାନାର୍ଜୀଙ୍କ ଦ୍ୱାରା ଗଠିତ ଦୁଇଜଣିଆ ବେଞ୍ଚଏହି ମାମଲାର ଶୁଣାଣି କରିଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0