spot_img

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା

ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭରୁ ଗୃହ ଅଚଳ ଚାଷୀ ମଣ୍ଡି ପ୍ରସଙ୍ଗକୁ ନେଇ ପ୍ରଶକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି ଆଜି ଅଧିବେଶନର ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀଙ୍କ ହଙ୍ଗାମା ଯୋଗୁଁ ଦିନ ସାଢେ ୧୧ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସାଢେ ୧୧ଟାରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୁଣି ବିରୋଧୀ ଦଳର ସଦସ୍ୟ ହଙ୍ଗାମା କରିବାରୁ ଅପରାହ୍ନ ୪ଟା ଯାଏଁ ମୁଲତବି ଘୋଷଣା କରାଯାଇଛି ପ୍ରଶ୍ନକାଳ ଆରମ୍ଭରୁ ଚାଷୀ ସମସ୍ୟା, ଧାନମଣ୍ଡି ପ୍ରସଙ୍ଗରେ ବିରୋଧୀ ନାରାବାଜି ଦେଇଛନ୍ତି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଯାଇ କଂଗ୍ରେସ, ବିଜେପି ବିଧାୟକ ହୋହାଲ୍ଲା କରିଥିଲେ ବିଜେପି ବିଧାୟକ ପ୍ଲାକାର୍ଡ ଧରି ବିରୋଧ ପ୍ରଦର୍ଶନ କରିବାରୁ ବାଚସ୍ପତିଙ୍କ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular