ୱାଶିଂଟନ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ ଦେଶର ସବୁଠାରୁ ବୟସ୍କ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି । ୨୦୨୧ ଜାନୁଆରୀରେ ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବା ପରେ ସେ ଏହି ରେକର୍ଡର ଅଧିକାରୀ ହେବେ । ଅନ୍ୟପଟେ ପୂର୍ବତନ ରାଷ୍ଟ୍ରପତି ରୋନାଲ୍ଡ ରେଗନଙ୍କ ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି ବାଇଡେନ । ତେବେ ରେଗନ ୧୯୮୯ରେ ହ୍ୱାଇଟ ହାଉସ ଛାଡିବାବେଳେ ତାଙ୍କୁ ୭୭ବର୍ଷ ୩୪୯ ଦିନ ହୋଇଥିଲା ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0