spot_img

ଜାନୁଆରୀରେ ଖୋଲିବ ବଳଦେବଜିଉ ମନ୍ଦିର

କେନ୍ଦ୍ରାପଡା: ଆସନ୍ତା ଜାନୁଆରୀ ୩ ତାରିଖରୁ ଖୋଲିବ କେନ୍ଦ୍ରାପଡ଼ା ବଳଦେବଜିଉ ମନ୍ଦିର। କୋଭିଡ ଗାଇଡଲାଇନ ଭିତରେ ଭକ୍ତଙ୍କୁ ପ୍ରବେଶ ଅନୁମତି ଦିଆଯିବ ବୋଲି ମିଳିଛି ସୂଚନା । ଗୋଟିଏ ସମୟରେ ୧୦୦ରୁ ଅଧିକ ଭକ୍ତଙ୍କୁ ମନ୍ଦିର ପ୍ରବେଶ ମନା । ଏହାସହ ମାସ୍କ ଓ ସାମାଜିକ ଦୂରତା ବାଧ୍ୟତାମୂଳକ । ଲକଡାଉନ ପରେ ବନ୍ଦ ଥିବା ମନ୍ଦିର ଖୋଲିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲାପାଳ ସମର୍ଥ ବର୍ମା।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular