spot_img

ଚୂଡାନ୍ତ ସ୍ଥିତିରେ ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, ପୂର୍ଣ୍ଣଛେଦ ଟାଣିଲେ ହାଇକୋର୍ଟ

ଚୂଡାନ୍ତ ସ୍ଥିତିରେ ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, ପୂର୍ଣ୍ଣଛେଦ ଟାଣିଲେ ହାଇକୋର୍ଟ। ହାଇକୋର୍ଟରେ ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲାର ଅନ୍ତ । ମାମଲାର ଶୁଣାଣିରେ ପୂର୍ଣ୍ଣଛେଦ ଟାଣିଛନ୍ତି ହାଇକୋର୍ଟ। ପରିବାର ଅଦାଲତ କନସିଲେସନ୍‌ କେନ୍ଦ୍ରରେ ଚୂଡାନ୍ତ ସ୍ଥିତିରେ ମାମଲା ରହିଛି । ତେଣୁ ମାମଲାକୁ ଶେଷ କରିଛନ୍ତି ହାଇକୋର୍ଟ।ଧାର୍ଯ୍ୟ ସମୟରେ ମାମଲାର ଶୁଣାଣି ଶେଷ କରିବାକୁ ସାସଂଦ ଅନୁଭବ ମହାନ୍ତିଙ୍କ ପକ୍ଷରୁ ଆବେଦନ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

- Advertisment -

Most Popular