spot_img

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୨ ଜଣ କରୋନା ପଜିଟିଭ୍

ଭୁବନେଶ୍ୱର,- ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୪୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୬୭ରେ ପହଞ୍ଚିଛି । ଶନିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୦୪ ଜଣ ରହିଥିବା ବେଳେ ୨୩୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୪୨୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୪୦୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୬୮ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular