ମାଲକାନଗିରି : ମାଲକାନଗିରି ଜିଲ୍ଲା ମାର୍କାପାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣ ପ୍ରାଣ ହରାଇଛନ୍ତି । ମାର୍କାପାଲିରେ ୩ଟି ବାଇକ୍ ପରସ୍ପରକୁ ଧକ୍କା ଦେଇଥିଲେ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ହିଁ ୨ଜଣ ଆରୋହୀ ପ୍ରାଣ ହରାଇଥିଲେ । ସେହିପରି ଆଉ ୪ଜଣ ଗୁରୁତର ହୋଇଛନ୍ତି ।
ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହକୁ ଉଦ୍ଧାର କରି ପୋଷ୍ଟମଟର୍ମ ପାଇଁ ପଠାଇଛି । ଆହତଙ୍କୁ ମାଲକାନଗିରି ମେଡିକାଲରେ ଭର୍ତ୍ତି କରାଯାଇଛି ।



Visitors Today : 0
Total Visitors : 130210
Total Views : 9891678
Visitors Online Now : 0