ନବରଙ୍ଗପୁର : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଘଟିଛି ଦୁର୍ଘଟଣା ।
ସୂଚନାଯୋଗ୍ୟ ଯେ, ନବରଙ୍ଗପୁର ଜିଲ୍ଲା ଝରିଗାଁ ଥାନା ଚିକିଲି ଗାଁ ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହୋଇଛି ବାଇକ୍ । ଦୁର୍ଘଟଣା ଫଳରେ ଦୁଇ ବାଇକ୍ ଆରୋହୀ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ଝରିଗାଁ ପୋଲିସ ତଦନ୍ତ ଜାରି ରଖିଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0