spot_img

ମେ’ ମାସରେ ତାମିଲନାଡୁ ଠାରେ ହେବ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ: ଚଳିତ ବର୍ଷ ମେ’ ମାସରେ ତାମିଲନାଡୁ ଠାରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି । ଏନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଆଜି ଠାରୁ ତାମିଲନାଡୁ ଠାରେ ତାଙ୍କ ପ୍ରଚାର ଆରମ୍ଭ କରିଛନ୍ତି । ଏହି ଅବସରରେ ରାହୁଲ ଗାନ୍ଧି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ଦେଶର ବ୍ୟାଙ୍କିଙ୍ଗ ସିଷ୍ଟମ ଉପରେ ୧୦ରୁ ୧୫ ଜଣ ଉଦ୍ୟୋଗପତି କବଜା କରିଛନ୍ତି । ଅର୍ଥ ବ୍ୟବସ୍ଥାର ବିକାଶ ପାଇଁ ସମନ୍ୱୟ ଜରୁରୀ, ହେଲେ ମୋଦି ସରକାର ସବୁଠାରେ ଅସମାନତା ବଢାଉଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular