ଭଦ୍ରକ: ରାଜ୍ୟରେ ଆଉ ଜଣେ ବିଧାୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ପଜିଟିଭ୍ ଚିହ୍ନଟ ହେବା ପରେ ବିଧାୟକ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ଯେ, କରୋନା ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ୍ ଆସିଥିଲା । ଏହାସହ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନେ କୋଭିଡ୍ ଟେଷ୍ଟ କରନ୍ତୁ । ଏହାସହ ଗାଇଡଲାଇନ୍ ମଧ୍ୟ ପାଲନ କରିବାକୁ ବିଧାୟକ ଅନୁରୋଧ କରିଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0