spot_img

ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର : ଓଡିଶାରେ ହେବାକୁ ଥିବା ଉପନିର୍ବାଚନ ଲାଗି ବିଜେପି ଆଜି ତାର ପ୍ରାର୍ଥୀ ଘୋଷଣା କରିଛି ବାଲେଶ୍ୱର ସଦର ପାଇଁ ଦିଗଙ୍ଗତ ବିଜେପି ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସ କୁମାର ଦତ୍ତ ପ୍ରାର୍ଥୀ ହୋଇଛନ୍ତି। ଠିକ୍ସେହିପରି କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଥିବା ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରାଯାଇଛି।

ମାନସ ଦତ୍ତ ତିର୍ତ୍ତୋଲ ଆସନରୁ ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି ଆସନ୍ତା ନଭେମ୍ବର ୩ରେ ଏହି ୨ଟି ଆସନ ପାଇଁ ଭୋଟ ଗ୍ରହଣ କରାଯିବ

ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ଅକ୍ଟୋବର ୧୬ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ ଅକ୍ଟୋବର ୧୭ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ ଅକ୍ଟୋବର ୧୯ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ତାରିଖ ରହିଛି ଏହି ଦୁଇଟି ଆସନ ପାଇଁ ଆସନ୍ତା ନଭେମ୍ବର ତାରିଖରେ ଭୋଟ୍ ଗ୍ରହଣ କରାଯିବ ନଭେମ୍ବର ୧୦ ତାରିଖରେ ହେବ ଭୋଟ୍ ଗଣତି

LEAVE A REPLY

Please enter your comment!
Please enter your name here

- Advertisment -

Most Popular