କଟକ ରେ ମୁଖ୍ୟମନ୍ତ୍ରୀ ଙ୍କୁ ବିରୋଧ । ଯୋବ୍ରା ଓ ଆନନ୍ଦ ଭବନ ଛକରୁ ବିଜେପି କର୍ମୀଙ୍କୁ ଉଠାଇନେଲା ପୁଲିସ । କଳାପତାକା ପ୍ରଦର୍ଶନ ସହ ବକ୍ସିବଜାରରେ ବିକ୍ଷୋଭ କରାଯାଇଛି। ପ୍ରାୟ ୨୦ ଯୁବ ବିଜେପି ଯୁବମୋର୍ଚ୍ଚା ବିରୋଧ ପ୍ରଦର୍ଶନ କରୁଥିବା ରୁ ପୁଲିସ ଉଠାଇନେଲା । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତରେ ଆସି ସ୍ମାର୍ଟ କାର୍ଡ ବଣ୍ଟନ ସହ ୧୫ ଶହ କୋଟିର ପ୍ରକଳ୍ପର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ଏନେଇ ବିଜେପି ପକ୍ଷରୁ ପ୍ରତିବାଦ କରାଯାଇ ବିରୋଧ କରାଯାଇଛି ।



Visitors Today : 3
Total Visitors : 130166
Total Views : 9891611
Visitors Online Now : 0