spot_img

ମାହାଙ୍ଗା ଡବଲ ମର୍ଡର ଘଟଣା, ଅପରାଧୀ ଗିରଫ ଦାବିରେ ବିଜେପିର ଥାନା ଘେରାଉ

ଭଦ୍ରକ : କଟକ ଜିଲ୍ଲା ମାହାଙ୍ଗାରେ ହୋଇଥିବା ଡବଲ ମର୍ଡର ଘଟଣାରେ ମନ୍ତ୍ରୀଙ୍କ ବହିଷ୍କାର ଦାବି ଓ ହତ୍ୟାକାଣ୍ଡରେ ସମ୍ପୃକ୍ତ ସମସ୍ତ ଅପରାଧୀଙ୍କୁ ଗିରଫ ଦାବିରେ ଥାନା ଘେରାଉ । ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ଥାନା ଘେରାଉ କରିଛି ବିଜେପି ଯୁବ ମୋର୍ଚ୍ଚା । ମାହାଙ୍ଗାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ବିରୋଧରେ ସ୍ଵର ଉତ୍ତୋଳନ କରିଥିବାରୁ ଏହି ହତ୍ୟାକାଣ୍ଡ ହୋଇଥିବା ବିଜେପି କହିଛି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular