spot_img

ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜର ଆଜି ପ୍ରଥମ ମ୍ୟାଚ

ଆଡିଲେଡ: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜ ଆଜି ଠାରୁ ଆରମ୍ଭ ହୋଇଯାଇଛି । ତେବେ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୋଲାପି ବଲରେ ଖେଳାଯିବ । ଅନ୍ୟପଟେ ୨୦୧୮-୧୯ରେ ଉଭୟ ଦଳଙ୍କ ମଧ୍ୟରେ ଟେଷ୍ଟ ସିରିଜ ଖେଳା ଯାଇଥିଲା । ତେବେ ଏସିଆର ପ୍ରଥମ ଦଳ ଭାବେ ବିରାଟ କୋହଲିଙ୍କ ନେତୃତ୍ୱାଧିନ ଭାରତୀୟ ଦଳ ଅଷ୍ଟ୍ରେଲିଆ ମାଟିରେ ସିରିଜ ଜିତି ପାରିଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular