spot_img

ବଜେଟ୍ ଅଧିବେଶନ ଆରମ୍ଭ, ରାଜ୍ୟପାଳଙ୍କ ଅଭିଭାଷଣ

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭା ୨୦୨୧ ବଜେଟ ଅଧିବେଶନ । ପ୍ରଥମେ ବିଧାସଭାରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ଭାଷଣ ରଖିଛନ୍ତି । ଏହି ଷୋଡ଼ଶ ଓଡ଼ିଶା ବିଧାନସଭାର ଅଧିବେଶନକୁ ସ୍ୱାଗତଜଣାଇ ଅତ୍ୟନ୍ତ ଆନନ୍ଦିତ ଅନୁଭବ କରୁଛି । ଏହି ଅବସରରେ ପବିତ୍ର ଗୃହର ସମସ୍ତ ମାନ୍ୟବର ସଦ୍ୟବୃନ୍ଦ ତଥା ସାରା ଓଡ଼ିଶାବାସୀଙ୍କ ନୂତନ ବର୍ଷର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ବଜେଟ୍ ଅଧିବେଶନର ସ୍ୱାଗତ ଭାଷଣ ପୂର୍ବରୁ ରାଷ୍ଟ୍ରପତି ପ୍ରଣବମୂଖାର୍ଜୀ, ରାଜ୍ୟର ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ, ଦିବଙ୍ଗତ ବିଧାୟକଙ୍କ ବିୟୋଗରେ ଗଭୀର ଶୋପ୍ରକାଶ କରିଛନ୍ତି ରାଜ୍ୟପାଳ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular