ଭଦ୍ରକ: ଭଦ୍ରକର ୧୬ ନମ୍ୱର୍ ଜାତୀୟ ତ୍ରିସଲ୍ ପୁର ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସି ପଡିଛି। ଦୁର୍ଘଟଣା ପରେ ଏଥିରେ ଥିବା ୧୧ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରୁ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଛନ୍ତି।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0