ସୋର: ବାଲେଶ୍ଵର ସୋର ତହସିଲ ନିକଟରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍ ଓଲଟି ପଡିଛି। ଜଣେ ପଥଚାରୀଙ୍କୁ ବଞ୍ଚାଇବାକୁ ଯାଇ ବସ୍ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ରବିବାର କଟକରୁ ଅଭାଣା ଆସୁଥିବା ଚୋକାଡୋଳା ଯାତ୍ରିବାହୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ ସମ୍ମୁଖକୁ ଜଣେ ପଥଚାରୀ ଚାଲି ଆସିବାରୁ ତାଙ୍କୁ ବଞ୍ଚାଇବାକୁ ଯାଇ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରେ ୨୦ ଯାତ୍ରୀ ଆହତ ହୋଇଛନ୍ତି କ୍ଷ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ସୋର ଡାକ୍ତରଖାନରେ ଭର୍ତ୍ତି କରିଛି।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0