ଖୋର୍ଦ୍ଧା : ଟାଙ୍ଗୀ ଥାନା ଅନ୍ତର୍ଗତ ଚଣ୍ଡେଶ୍ୱର ଛକ ଓଭରବ୍ରିଜ ଉପରେ କାର୍ ବାଇକ୍ ମୁହାଁ ମୁହିଁ ଧକ୍କା । ଦୁର୍ଘଟଣାରେ ଜଣେ ମୃତ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି । ଦୁଇଜଣ ବ୍ୟକ୍ତିଙ୍କୁ ଗୁରୁତର ଅବସ୍ଥାରେ ଟାଙ୍ଗୀ ଅଗ୍ନିଶମ ବାହିନୀ ଉଦ୍ଧାର କରି ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିବା ଜଣାପଡିଛି।ତେବେ ଦୁର୍ଘଟଣା ରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ସହ ଆହାତ ମାନଙ୍କ ପରିଚୟ ଅସ୍ପଷ୍ଟ ରହିଛି।ଏନେଇ ପୋଲିସ ତଦନ୍ତ ଜାରି ରଖିଛି ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0