ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଖଇରାର ପୂର୍ବତନ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ଓଏଏସ୍ଡି ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ସୁନ୍ଦରଗଡ଼ ବିଡିଓ ଅନାମିକା ସିଂହଙ୍କୁ ବାଲେଶ୍ବର ତହସିଲଦାର ଓ ବାଲେଶ୍ବର ତହସିଲଦାର ଥିବା ପଞ୍ଚାନନ ପାତ୍ରଙ୍କୁ କେନ୍ଦୁଝରର ଡେପୁଟି କଲେକ୍ଟର ଭାବେ ନିଯୁକ୍ତ କରାଯାଇଛି।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0