spot_img

ଓଡିଶା ଫେରନ୍ତାଙ୍କ ପାଇଁ ସ୍ୱତନ୍ତ୍ର କଟକଣା ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଦିନକୁ ଦିନ ମହାମାରୀ କରୋନା ତା’ର କାୟା ବିସ୍ତାର କରିଚାଲିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କରୋନା ପ୍ରଭାବିତ ରାଜ୍ୟରୁ ଫେରୁଥିବା ଯାତ୍ରୀଙ୍କୁ ଆଇସୋଲେସନରେ ରହିବା ପାଇଁ ନିର୍ଦେଶ ଦେଇଛନ୍ତି । ତେବେ ୫ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ କଡା ନିର୍ଦ୍ଦେଶ ଦିଆଯାଇଛି । ଏହି ୫ଟି ରାଜ୍ୟ ହେଉଛି ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡ । ଏସବୁ ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା ଜାରି କରାଯାଇଛି । ଫେରନ୍ତାଙ୍କ ଉପରେ ଦୃଷ୍ଟି ରଖିବାକୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖାଯାଇଛି ।

cmo odishaପୂର୍ବରୁ ୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଥିଲା ।୫ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ କଡା ନିର୍ଦ୍ଦେଶ ଦିଆଯାଇଛି । ଏହି ୫ଟି ରାଜ୍ୟ ହେଉଛି ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରଦେଶ ଓ ଛତିଶଗଡ । ଏସବୁ ରାଜ୍ୟ ଫେରନ୍ତାଙ୍କ ପାଇଁ ସ୍ବତନ୍ତ୍ର କଟକଣା ଜାରି କରାଯାଇଛି । ଫେରନ୍ତାଙ୍କ ଉପରେ ଦୃଷ୍ଟି ରଖିବାକୁ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖାଯାଇଛି । ପୂର୍ବରୁ ୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଥିଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular