spot_img

ନିଜର ମନ୍ଥର ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ଏବେ ପୂଜାରା

ସିଡନୀ: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ନିଜର ମନ୍ଥର ବ୍ୟାଟିଂକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ଚେତେଶ୍ୱର ପୂଜାରା । ତେବେ ପୂଜାରା ପ୍ରଥମ ଇନିଂସରେ ୧୭୬ ବଲ ଖେଳି ୫ ଚୌକା ସହ ୫୦ ରନର ଅର୍ଦ୍ଧଶତକୀୟ ପାଳି ଖେଳି ଆଉଟ ହୋଇଥିଲେ । ୧୭୪ଟି ବଲ ଖେଳି ଅର୍ଦ୍ଧଶତକ ହାସଲ କରିବା ପରେ ହିଁ ଆଉଟ ହୋଇଥିଲେ ଓ ଭାରତକୁ ଛାଡି ପ୍ୟାଭିଲିୟନ ଫେରିଥିଲେ । ଏହା ସହ ସେ ଟେଷ୍ଟ ଇତିହାସର ସବୁଠାରୁ ମନ୍ଥର ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ ନିଜ ନାମରେ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular